Masthead

ବିପଦ ସଙ୍କେତ ଉପରେ ଜଳକା

ଜଳେଶ୍ୱର (ବଡ଼ ଖବର ବ୍ୟୁରୋ): ଏବେବି ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ଜଳକା ନଦୀ ର ଜଳସ୍ତର । ବସ୍ତା ମଥାନୀ ଠାରେ ବିପଦ ସଂକେତ ୫.୫ ୦ ମିଟର ଥିବାବେଳେ ସକାଳ ୯ଟା ସୁଧା ୫.୯୯ ମିଟର ରେ ପ୍ରବାହିତ ହେଉଛି ଜଳସ୍ତର ।

ଲଘୁଚାପ ଜନିତ ଲଗାଣ ବର୍ଷା ଏବଂ ଜଳକା ନଦୀର ଉପର ମୁଣ୍ଡରେ ବର୍ଷା ଯୋଗୁଁ ଗତ ଦୁଇଦିନ ଧରି ଜଳକା ଜଳସ୍ତର ବୃଦ୍ଧି ପାଇବାରେ ଲାଗିଥିଲା । ତେବେ ପୂର୍ବ ଅପେକ୍ଷା ଆଜି ଧୀରେ ଧୀରେ ଜଳସ୍ତର ବଢ଼ିବାରେ ଲାଗିଛି । ନଦୀର ଜଳସ୍ତର ବଢିବା ଫଳରେ ବସ୍ତା ଏବଂ ବାଲେଶ୍ଵର ସଦର ବ୍ଲକର ପାଖାପାଖି ୧୨ ପଞ୍ଚାୟତ ବନ୍ୟା ପରିସ୍ଥିତି ଦେଖା ଦେଇପାରେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି