Masthead

ବିପଦ ସଙ୍କେତ ଉପରେ ଜଳକା

ବସ୍ତା (ବଡ଼ ଖବର ବ୍ୟୁରୋ): ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ଜଳକା ନଦୀର ଜଳସ୍ତର । ବସ୍ତା ବ୍ଲକ ଅନ୍ତର୍ଗତ ମଥାନୀ ଠାରେ ବିପଦ ସଙ୍କେତ ୫.୫୦ ଥିବା ବେଳେ ଜଳସ୍ତର ବୃଦ୍ଧି ପାଇ ସକାଳା ୬ ଟା ସୁଦ୍ଧା ୬. ୩୫ ମିଟର ରେ ପ୍ରବାହିତ ହେଉଛି ।

ଲଘୁଚାପ ଜନିତ ନଦୀର ଉପରମୁଣ୍ତ ରେ ଲଗାଣ ବର୍ଷା ଯୋଗୁଁ କ୍ରମଶଃ ବଢୁଛି ନଦୀର ଜଳସ୍ତର । ତଳିଆ ଅଞ୍ଚଳରେ ପ୍ରବେଶ କରିଛି ଜଳକା ନଦୀ ର ପାଣି । ବସ୍ତା ବ୍ଲକର ୧୨ ଟି ପଞ୍ଚାୟତ ଏବଂ ସଦର ବ୍ଲକ ର ୨ ଟି ପଞ୍ଚାୟତ ପ୍ରଭାବିତ ହେବା ଆଶଙ୍କା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ