Masthead

ବିପଦ ସଂକେତ ଉପରେ ଜଳକା

ଜଳେଶ୍ୱର (ବଡ଼ ଖବର ବ୍ୟୁରୋ): ବିପଦ ସଂକେତ ଉପରେ ଜଳକା । ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ଜଳକା ନଦୀ ର ଜଳସ୍ତର । ବସ୍ତା ମଥାନୀ ଠାରେ ବିପଦ ସଂକେତ ୫.୫ ୦ ମିଟର ଥିବା ବେଳେ ସକାଳା ୮ ଟା ସୁଧା ଜଳସ୍ତର ବୃଦ୍ଧି ପାଇ ୫,୭୭ ମିଟର କୁ ଛୁଇଁ ପ୍ରବାହିତ ହେଉଛି ଜଳସ୍ତର । ଲଘୁଚାପ ଜନିତ ଲଗାଣ ବର୍ଷା ଏବଂ ଜଳକା ନଦୀର ଉପର ମୁଣ୍ଡରେ ବର୍ଷା ଯୋଗୁଁ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି ।

ନଦୀର ଉପର ମୁଣ୍ଡ ମୟୁରଭଞ୍ଜ ଜିଲ୍ଲାର ସୁଳିଆପଦା,ମୋରଡା,ଚିତ୍ରଡା,ରାସଗୋବିନ୍ଦପୁର ଅଞ୍ଚଳରେ ପ୍ରବଳ ବର୍ଷା କାରଣରୁ ଜଳସ୍ତର ବଢିବାରେ ଲାଗିଛି । ପାଣିପାଗ ବିଭାଗ କହିବା ଅନୁଯାୟୀ ଆସନ୍ତା ୧ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ଆଶଙ୍କା କରାଯାଉଛି । ଯଦି ଅଧିକ ବର୍ଷା ହୁଏ ବସ୍ତା ଏବଂ ସଦର ବ୍ଲକ ପାଖାପାଖି ୧୨ ପଞ୍ଚାୟତ ରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!