Masthead

ଝରାଫୁଲ ହତ୍ୟା ମାମଲା : ଅମରେଶ ବୁକ କରିଥିଲା ଗେଷ୍ଟ ହାଉସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରମାଦେବୀ ଛାତ୍ରୀ ଝରାଫୁଲ ନାଏକଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କଲେ ଯାଜପୁର ଏସପି ରାହୁଲ ପିଆର। ରବିବାର ଗିରଫ ହୋଇ କୋର୍ଟ ଚାଲାଣ ହୋଇଥିବା ଅଭିଯୁକ୍ତ ଭୁବନେଶ୍ୱର ସୁନ୍ଦରପଦା ଅଂଚଳର ଅମରେଶ ରାଉତ ଓୟୋ ଗେଷ୍ଟ ହାଉସ ବୁକ କରିବା ସହ ଝରାଫୁଲ ହତ୍ୟା ଷଡ଼ଯନ୍ତ୍ରରେ ରାକେଶକୁ ସହଯୋଗ କରିଥିଲା ବୋଲି କହିଲେ ଯାଜପୁର ଏସପି ରାହୁଲ ପିଆର।

ପୋଲିସ ତଦନ୍ତରୁ ଏହା ଜାଣିବା ପରେ ଆଜି ଅଭିଯୁକ୍ତ ଅମରେଶକୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ତେବେ ଘଟଣାର ଅନ୍ୟତମ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଶକ୍ତି ଶେଖର ସ୍ୱାଇଁ ଓରଫ ଶେଖର ଏଯାବତ ପୋଲିସ ଜାଲରେ ପଡ଼ିନାହିଁ। ଶେଖରକୁ ଧରିବା ପାଇଁ ଯାଜପୁର ପୋଲିସ ଓ କମିଶନରେଟ ପୋଲିସର ଏକ ସ୍ୱତନ୍ତ୍ର ଟିମ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା