Masthead

ଝରାଫୁଲ ହତ୍ୟା ମାମଲା : ଅମରେଶ ବୁକ କରିଥିଲା ଗେଷ୍ଟ ହାଉସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରମାଦେବୀ ଛାତ୍ରୀ ଝରାଫୁଲ ନାଏକଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କଲେ ଯାଜପୁର ଏସପି ରାହୁଲ ପିଆର। ରବିବାର ଗିରଫ ହୋଇ କୋର୍ଟ ଚାଲାଣ ହୋଇଥିବା ଅଭିଯୁକ୍ତ ଭୁବନେଶ୍ୱର ସୁନ୍ଦରପଦା ଅଂଚଳର ଅମରେଶ ରାଉତ ଓୟୋ ଗେଷ୍ଟ ହାଉସ ବୁକ କରିବା ସହ ଝରାଫୁଲ ହତ୍ୟା ଷଡ଼ଯନ୍ତ୍ରରେ ରାକେଶକୁ ସହଯୋଗ କରିଥିଲା ବୋଲି କହିଲେ ଯାଜପୁର ଏସପି ରାହୁଲ ପିଆର।

ପୋଲିସ ତଦନ୍ତରୁ ଏହା ଜାଣିବା ପରେ ଆଜି ଅଭିଯୁକ୍ତ ଅମରେଶକୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ତେବେ ଘଟଣାର ଅନ୍ୟତମ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଶକ୍ତି ଶେଖର ସ୍ୱାଇଁ ଓରଫ ଶେଖର ଏଯାବତ ପୋଲିସ ଜାଲରେ ପଡ଼ିନାହିଁ। ଶେଖରକୁ ଧରିବା ପାଇଁ ଯାଜପୁର ପୋଲିସ ଓ କମିଶନରେଟ ପୋଲିସର ଏକ ସ୍ୱତନ୍ତ୍ର ଟିମ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା