Masthead

ଝରାଫୁଲ ଡେଥ୍ ମିଷ୍ଟ୍ରି: ମିଳିଲା ସ୍କୁଟି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରମାଦେବୀ ଛାତ୍ରୀ ଝରାଫୁଲ ମୃତ୍ୟୁ ଘଟଣାରେ ପୋଲିସକୁ ମିଳିଛି ବଡ଼ ସୁରାକ । ଭୁବନେଶ୍ୱର ସୁନ୍ଦରପଦାରୁ ମିଳିଲା ସ୍କୁଟି । ସ୍କୁଟିରେ ଝରାଫୁଲକୁ ନେଇ ଯାଇଥିଲା ଅଭିଯୁକ୍ତ ରାକେଶ ସ୍ୱାଇଁ ଓ ତାହାର ସହଯୋଗୀ । ତେବେ ଗତକାଲି ରମାଦେବୀ ଛାତ୍ରୀ ଝରାଫୁଲ ମୃତ୍ୟୁ ମାମଲାରେ ଅଭିଯୁକ୍ତକୁ ଯାଜପୁରରୁ ଭୁବନେଶ୍ୱରକୁ ଆଣି ସିନ-ରିକ୍ରିଏଟ୍ କରିଥିଲା କୁଆଖିଆ ପୋଲିସ । ସୁନ୍ଦରପଦାରେ ଥିବା ଅଭିଯୁକ୍ତର ଘର, ପୋଖରୀପୁଟ ମଧୁସୁଦନ ପାର୍କ, ଫାଷ୍ଟଫୁଡ ଦୋକାନ ଓ ଗେଷ୍ଟ ହାଉସକୁ ନେଇ ସିନ୍ ରି-କ୍ରିଏଟ୍ କରାଯାଇଥିଲା । ଗେଷ୍ଟ ହାଉସରେ ଝରାଫୁଲ ଓ ରାକେଶ ରହିବା ସମୟରେ କଣ ସବୁ ଘଟିଥିଲା ସେନେଇ ପୋଲିସ ଉପସ୍ଥିତିରେ ଅଭିଯୁକ୍ତ ରାକେଶ ଡେମୋ ଦେଖାଇଛି । କ୍ରାଇମର ରି-କ୍ରିଏସନ ଦେଖିବା ପରେ ପୋଲିସକୁ ଝରାଫୁଲ ମୃତ୍ୟୁର କିଛି ସୁରାକ ମିଳିପାରେ ବୋଲି ଆଶା କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ