Masthead

ଝରାଫୁଲ ଡେଥ୍ ମିଷ୍ଟ୍ରି: ମିଳିଲା ସ୍କୁଟି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରମାଦେବୀ ଛାତ୍ରୀ ଝରାଫୁଲ ମୃତ୍ୟୁ ଘଟଣାରେ ପୋଲିସକୁ ମିଳିଛି ବଡ଼ ସୁରାକ । ଭୁବନେଶ୍ୱର ସୁନ୍ଦରପଦାରୁ ମିଳିଲା ସ୍କୁଟି । ସ୍କୁଟିରେ ଝରାଫୁଲକୁ ନେଇ ଯାଇଥିଲା ଅଭିଯୁକ୍ତ ରାକେଶ ସ୍ୱାଇଁ ଓ ତାହାର ସହଯୋଗୀ । ତେବେ ଗତକାଲି ରମାଦେବୀ ଛାତ୍ରୀ ଝରାଫୁଲ ମୃତ୍ୟୁ ମାମଲାରେ ଅଭିଯୁକ୍ତକୁ ଯାଜପୁରରୁ ଭୁବନେଶ୍ୱରକୁ ଆଣି ସିନ-ରିକ୍ରିଏଟ୍ କରିଥିଲା କୁଆଖିଆ ପୋଲିସ । ସୁନ୍ଦରପଦାରେ ଥିବା ଅଭିଯୁକ୍ତର ଘର, ପୋଖରୀପୁଟ ମଧୁସୁଦନ ପାର୍କ, ଫାଷ୍ଟଫୁଡ ଦୋକାନ ଓ ଗେଷ୍ଟ ହାଉସକୁ ନେଇ ସିନ୍ ରି-କ୍ରିଏଟ୍ କରାଯାଇଥିଲା । ଗେଷ୍ଟ ହାଉସରେ ଝରାଫୁଲ ଓ ରାକେଶ ରହିବା ସମୟରେ କଣ ସବୁ ଘଟିଥିଲା ସେନେଇ ପୋଲିସ ଉପସ୍ଥିତିରେ ଅଭିଯୁକ୍ତ ରାକେଶ ଡେମୋ ଦେଖାଇଛି । କ୍ରାଇମର ରି-କ୍ରିଏସନ ଦେଖିବା ପରେ ପୋଲିସକୁ ଝରାଫୁଲ ମୃତ୍ୟୁର କିଛି ସୁରାକ ମିଳିପାରେ ବୋଲି ଆଶା କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା