Masthead

ଝରାଫୁଲ ମୃତ୍ୟୁ ମାମଲା: ମୁଖ୍ୟ ଅଭିଯୁକ୍ତକୁ ଜେରା

ଯାଜପୁର (ବଡ଼ ଖବର ବ୍ୟୁରୋ): ଅକାଳରେ ଝରିଗଲେ ଝରାଫୁଲ । ରମାଦେବୀ ଛାତ୍ରୀ ହତ୍ୟା ରହସ୍ୟ ଏବେ ଧିରେ ଧିରେ ଖୋଲିବାରେ ଲାଗିଛି । ପୋଲିସ ଆଗରେ ଗୁମର ଖୋଲିଛି ପ୍ରେମିକ ରାକେଶ । ୨୬ତାରିଖ ରାତିରେ ରାକେଶ ଓ ଝରାଫୁଲ ହୋଟେଲରେ ବିତାଇଥିଲେ ରାତି । ସଜ୍ଞାହୀନ ଝରାଫୁଲକୁ ରାକେଶ ଓ ତା ସାଙ୍ଗ ଶେଖର ସ୍କୁଟିରେ ନେଇଥିଲେ । ମୃତ୍ୟୁ ହୋଇଥିବା ଜାଣି କୁଆଖିଆରେ ଶବ ଫିଙ୍ଗି ଦେଇଥିବା ରାକେଶ ପୋଲିସ ଆଗରେ ବୟାନ ଦେଇଛି । ଏହି ରହସ୍ୟମୟ ହତ୍ୟା ମାମଲାର ତଦନ୍ତ କରୁଥିବା କୁଆଖିଆ ପୋଲିସ ବୁଧବାର ଠାରୁ ଦୁଇ ଜଣଙ୍କୁ ଅଟକ ରଖିଥିଲା । ଗୁରୁବାର ସଂନ୍ଧ୍ୟାରେ ପୋଲିସ ଭୁବନେଶ୍ୱରର ସୁନ୍ଦରପଦାରେ ଚଢାଉ କରି ରାକେଶ ସ୍ୱାଇଁଙ୍କୁ ଧରିଥିଲା । ପରେ ରାକେଶଙ୍କୁ ଏୟାର ଫିଲ୍ଡ ଥାନାକୁ ନିଆଯାଇଥିଲା । ରାକେଶର ସହଯୋଗୀ ଶେଖରକୁ ଧରିବା ପାଇଁ ପୋଲିସ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି