ମିଳିଲା ୩୪ କୋଟିରୁ ଅଧିକ ଟଙ୍କା, ଗିରଫ ହେଲେ ମନ୍ତ୍ରୀଙ୍କ ସଚିବ ଓ ଗୃହ ସହାୟକ

ଝାଡଖଣ୍ଡ(ବଡ଼ ଖବର ବ୍ୟୁରୋ): ଗିରଫ ହେଲେ ଝାଡଖଣ୍ଡ ମନ୍ତ୍ରୀଙ୍କ ପିଏସ ଓ ଚାକର । ଚଢ଼ାଉ ପରେ ଝାଡ଼ଖଣ୍ଡ ମନ୍ତ୍ରୀ ଆଲମଗିର ଆଲାମଙ୍କ ଓଏସଡି ସଞ୍ଜୀବ ଲାଲ ଏବଂ ତାଙ୍କ ଘରୋଇ ସହାୟକ ଜାହାଙ୍ଗୀର ଆଲାମଙ୍କୁ ଗିରଫ କରିଛି ଇଡି । ସୋମବାର ସକାଳୁ ରାତି ପର୍ଯ୍ୟନ୍ତ ଚାଲିଥିବା ସର୍ଚ୍ଚ ଅପରେସନ୍ ସମୟରେ ଇଡି ଜାହାଙ୍ଗୀର ଆଲାମଙ୍କ ଘରୁ ନଗଦ ୩୫.୨୩ କୋଟି ଟଙ୍କା ଜବତ କରିଥିଲା। ଚଢ଼ାଉ ସମୟରେ ନୋଟ୍ ଗଣତି ପାଇଁ ପାଖାପାଖି ୫ଟି ମେସିନ୍ ଡକାଯାଇଥିବା ବେଳେ ସେଥିରୁ ଗୋଟିଏ ମଧ୍ୟ ନଷ୍ଟ ହୋଇଯାଇଛି। ଆଲମ ଗିରଙ୍କ ବ୍ୟକ୍ତିଗତ ସଚିବଙ୍କ କର୍ମଚାରୀଙ୍କ ଦରମା ମାତ୍ର ୧୫ ହଜାର ଟଙ୍କା। ଏଭଳି ସ୍ଥିତିରେ ପ୍ରଶ୍ନ ଉଠୁଛି ୧୫ ହଜାର ଟଙ୍କାରେ କାମ କରୁଥିବା ଜଣେ ବ୍ୟକ୍ତି ଏତେ ନୋଟ୍ କେଉଁଠୁ ଆଣିଲେ? ତେବେ ଏନେଇ ପୋଲିସ ପୂରା ଘଟଣାର ତଦନ୍ତ ଚଳାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’