Masthead

ଝାରସୁଗୁଡ଼ା ଉପ-ନିର୍ବାଚନ, ପ୍ରାର୍ଥୀ ଘୋଷଣା କଲା କଳିଙ୍ଗ ସେନା

ଝାରସୁଗୁଡ଼ା(ବଡ଼ ଖବର ବ୍ୟୁରୋ): ଝାରସୁଗୁଡ଼ା ଉପ-ନିର୍ବାଚନ । ପ୍ରାର୍ଥୀ ଘୋଷଣା କରିଛି କଳିଙ୍ଗ ସେନା । ମହେନ୍ଦ୍ର ପଟ୍ଟନାୟକ ହେଲେ କଳିଙ୍ଗ ସେନା ପ୍ରାର୍ଥୀ । ପ୍ରାର୍ଥୀ ଘୋଷଣା କଲେ ଦଳର ସଭାପତି ହେମନ୍ତ ରଥ । ପୂର୍ବରୁ ବିଜେଡି ପ୍ରାର୍ଥୀ ଘୋଷଣା କରି ସାରିଛି । ସ୍ୱର୍ଗତଃ ନବ ଦାସଙ୍କ ଝିଅ ଦୀପାଲି ଦାସଙ୍କୁ ପ୍ରାର୍ଥୀ କରିଛି ବିଜେଡି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ