Masthead

ଝାରସୁଗୁଡ଼ା ଉପନିର୍ବାଚନ, ଆଜି ହେବ ପ୍ରାର୍ଥିପତ୍ର ଯାଞ୍ଚ

ଝାରସୁଗୁଡ଼ା(ବଡ଼ ଖବର ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ । ଆଜି ହେବ ପ୍ରାର୍ଥିପତ୍ର ଯାଞ୍ଚ । ଗତକାଲି ନାମାଙ୍କନ ଦାଖଲର ଶେଷ ଦିନ ଥିଲା । ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ୧୪ ଜଣ ନାମାଙ୍କନ ଦାଖଲ କରିଛନ୍ତି । ଆଜି ସମସ୍ତଙ୍କ ପ୍ରାର୍ଥିପତ୍ର ଯାଞ୍ଚ ହେବ । ପ୍ରାର୍ଥୀ ଚାହିଁଲେ ଆସନ୍ତା ୨୪ରେ ନାମାଙ୍କନ ପ୍ରତ୍ୟାହାର କରିପାରିବେ । ସେପଟେ ଝାରସୁଗୁଡା ବିଧାନସଭା ନିର୍ବାଚନ ମଣ୍ଡଳିରେ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶାବଳୀର ଠିକ ଅନୁପାଳନ ହେଉଛି କି ନାହିଁ । ତାହା ତଦାରଖ କରିବାକୁ ସାଧାରଣ ପର୍ଯ୍ୟବେକ୍ଷକ ଆଇଏଏସ ଡକ୍ଟର ଅହମ୍ମଦ ଇକବାଲ ଓ ଖର୍ଚ୍ଚ ପର୍ଯ୍ୟବେକ୍ଷକ ଭାରତୀୟ ରାଜସ୍ୱ ସେବା ଅଧିକାରୀ ଶିତୋଲେ ସତୀଶ ବିଶ୍ୱନାଥ ଝାରସୁଗୁଡାରେ ପହଞ୍ଚିଛନ୍ତି । ମେ’ ୧୦ରେ ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଭୋଟ ପଡିବ । ୧୩ରେ ଗଣତି ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି