Masthead

ଝାରସୁଗୁଡ଼ା ଉପନିର୍ବାଚନ, ଆଜି ନାମାଙ୍କନର ଶେଷ ଦିନ

ଝାରସୁଗୁଡ଼ା(ବଡ଼ ଖବର ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ । ଆଜି ନାମାଙ୍କନର ଶେଷ ଦିନ । ୩ ପ୍ରମୁଖ ଦଳ ସହ ସ୍ୱାଧୀନ ପ୍ରାର୍ଥୀ ମଧ୍ୟ ନାମାଙ୍କନ ଦାଖଲ କରି ସାରିଛନ୍ତି । ଘରକୁ ଘର ବୁଲି ମଧ୍ୟ ପ୍ରଚାର ଆରମ୍ଭ କରି ସାରିଛନ୍ତି ପ୍ରାର୍ଥୀ । ବିଜେଡିରୁ ଦୀପାଲି ଦାସ, ବିଜେପିରୁ ଟଙ୍କଧର ତ୍ରିପାଠୀ, କଂଗ୍ରେସରୁ ତରୁଣ ପାଣ୍ଡେ ବିଶାଳ ପଟୁଆରରେ ଆସି ନାମାଙ୍କନ ଦାଖଲ କରିଥିଲେ । ଝାରସୁଗୁଡ଼ାରେ ଭଲ ପ୍ରଦର୍ଶନ କରିବା ପାଇଁ ୩ ଦଳ ଅଣ୍ଟା ଭିଡ଼ିଛନ୍ତି । ଆଜି ଶେଷ ହେଉଛି ନାମାଙ୍କନ ଦାଖଲ ପ୍ରକ୍ରିୟା । କାଲି ପ୍ରାର୍ଥିପତ୍ର ଯାଞ୍ଚ ହେବ । ୨୪ ତାରିଖ ପର୍ଯ୍ୟନ୍ତ ପ୍ରାର୍ଥିପତ୍ର ପ୍ରତ୍ୟାହର, ଏବଂ ମେ’ ୧୦ ତାରିଖରେ ଭୋଟ ଗ୍ରହଣ ହେବ ଓ ୧୩ ତାରିଖରେ ଫଳ ପ୍ରକାଶ ପାଇବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି