Masthead

ଝାରସୁଗୁଡ଼ା ଉପନିର୍ବାଚନ, ସବୁ ବୁଥରେ ହେବ ୱେବକାଷ୍ଟିଙ୍ଗ: ନିକୁଞ୍ଜ ଧଳ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ପ୍ରଥମ ଥର ପାଇଁ ନିର୍ବାଚନରେ ସବୁ ବୁଥରେ ହେବ ୱେବକାଷ୍ଟିଙ୍ଗ । ଝାରସୁଗୁଡ଼ା ଉପନିର୍ବାଚନରେ ହେବ ୱେବକାଷ୍ଟିଙ୍ଗ । ସିଧାସଳଖ ନିର୍ବାଚନ ଅଧିକାରୀ ଦେଖିପାରିବେ ନିର୍ବାଚନ ପ୍ରକ୍ରିୟା । ଝାରସୁଗୁଡ଼ାରେ ୪୦ ପ୍ରତିଶତ ରହିଛି ସମ୍ବେଦନଶୀଳ ବୁଥ । ଏନେଇ ସୂଚନା ଦେଇଛନ୍ତି ମୁଖ‎ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳ । ସେ ଆହୁରି ମଧ୍ୟ କହିଛନ୍ତି ଝାରସୁଗୁଡାରେ ଆଇନଶୃଙ୍ଖଳା ପରିସ୍ଥିତି ଠିକ ଅଛି । ଦୁଇଟି ରାଜନୈତିକ ଦଳ ଠାରୁ ଆମେ ନିର୍ବାଚନ ଆଚରଣ ଵିଧି ଉଲ୍ଲଙ୍ଘନ ଅଭିଯୋଗ ପାଇଛୁ । ଜିଲ୍ଲାପାଳ ବି ଏହି ଅଭିଯୋଗ ପାଇଛନ୍ତି । ସବୁର ତଦନ୍ତ ଚାଲିଛି । ମୁଁ ନିୟମିତ ଭାବେ ଝାରସୁଗୁଡା ଜିଲ୍ଲାପାଳ ଓ ଏସପିଙ୍କ ସହ ଆଲୋଚନା କରୁଥିବା କହିଛନ୍ତି ନିକୁଞ୍ଜ ଧଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ