Masthead

ଝାରସୁଗୁଡ଼ା ଉପନିର୍ବାଚନ, ସବୁ ବୁଥରେ ହେବ ୱେବକାଷ୍ଟିଙ୍ଗ: ନିକୁଞ୍ଜ ଧଳ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ପ୍ରଥମ ଥର ପାଇଁ ନିର୍ବାଚନରେ ସବୁ ବୁଥରେ ହେବ ୱେବକାଷ୍ଟିଙ୍ଗ । ଝାରସୁଗୁଡ଼ା ଉପନିର୍ବାଚନରେ ହେବ ୱେବକାଷ୍ଟିଙ୍ଗ । ସିଧାସଳଖ ନିର୍ବାଚନ ଅଧିକାରୀ ଦେଖିପାରିବେ ନିର୍ବାଚନ ପ୍ରକ୍ରିୟା । ଝାରସୁଗୁଡ଼ାରେ ୪୦ ପ୍ରତିଶତ ରହିଛି ସମ୍ବେଦନଶୀଳ ବୁଥ । ଏନେଇ ସୂଚନା ଦେଇଛନ୍ତି ମୁଖ‎ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳ । ସେ ଆହୁରି ମଧ୍ୟ କହିଛନ୍ତି ଝାରସୁଗୁଡାରେ ଆଇନଶୃଙ୍ଖଳା ପରିସ୍ଥିତି ଠିକ ଅଛି । ଦୁଇଟି ରାଜନୈତିକ ଦଳ ଠାରୁ ଆମେ ନିର୍ବାଚନ ଆଚରଣ ଵିଧି ଉଲ୍ଲଙ୍ଘନ ଅଭିଯୋଗ ପାଇଛୁ । ଜିଲ୍ଲାପାଳ ବି ଏହି ଅଭିଯୋଗ ପାଇଛନ୍ତି । ସବୁର ତଦନ୍ତ ଚାଲିଛି । ମୁଁ ନିୟମିତ ଭାବେ ଝାରସୁଗୁଡା ଜିଲ୍ଲାପାଳ ଓ ଏସପିଙ୍କ ସହ ଆଲୋଚନା କରୁଥିବା କହିଛନ୍ତି ନିକୁଞ୍ଜ ଧଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା