Masthead

ଝାରସୁଗୁଡ଼ା ଉପନିର୍ବାଚନ , ୭୯.୨୧ ପ୍ରତିଶତ ମତଦାନ

ଝାରସୁଗୁଡ଼ା (ବଡ଼ ଖବର ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ । ନର୍ବାଚନ ଶେଷ ହେବା ପରେ ସିଲ ହୋଇଛି ପ୍ରାର୍ଥୀଙ୍କ ଭାଗ୍ୟ । ମୋଟ୍ ୭୯ ଦଶମିକ ୨୧ ପ୍ରତିଶତ ହୋଇଛି ମତଦାନ । ୨୦୧୯ ଝାରସୁଗୁଡ଼ା ବିଧାନସଭା ନିର୍ବାଚନରେ ୭୮ ଦଶମିକ ୯୨ ପ୍ରତିଶତ ମତଦାନ ହୋଇଥିଲା । ଏବେ ଭୋଟିଂ ପରେ ବୁଥଗୁଡ଼ିକରୁ ଇଭିଏମ୍ ଓ ଭିଭିପିଏଟି ମେସିନ୍ ଗୁଡ଼ିକୁ ସିଲ୍ କରି କଡ଼ା ସୁରକ୍ଷା ବଳୟରେ ଯାନ୍ତ୍ରିକ ବିଦ୍ୟାଳୟସ୍ଥିତ ଷ୍ଟ୍ରଙ୍ଗ୍ ରୁମକୁ ଅଣାଯାଇଛି । ଏକ ପ୍ଲାଟୁନ୍ ପୁଲିସ ଫୋର୍ସର ସୁରକ୍ଷା ବଳୟରେ ଷ୍ଟ୍ରଙ୍ଗ୍ ରୁମକୁ ରଖାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା