Masthead

ଝାରସୁଗୁଡ଼ା ସବୁଠୁ ଉତପ୍ତ ସହର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ତତଲା ତାୱାରେ ସିଝୁଛି ସାରା ଓଡ଼ିଶା । ଆଜି ଦିନ ୧୧.୩୦ ସୁଦ୍ଧା ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର ହୋଇଛି । ଝାରସୁଗୁଡାରେ ୪୧.୪ ଡ଼ିଗ୍ରୀ ରହିଥିବାବେଳେ ଭୁବନେଶ୍ୱରରେ ୪୦.୨ ଡ଼ିଗ୍ରୀ ରହିଛି । ସେହିପରି ଚାନ୍ଦବାଲି ୩୯.୬ ଡ଼ିଗ୍ରୀ, କେନ୍ଦୁଝର, ୩୯.୬ ଡ଼ିଗ୍ରୀ , ବାଲେଶ୍ୱର ୩୮.୬ ଡ଼ିଗ୍ରୀ, ସମ୍ବଲପୁର ୩୮.୬ ଡ଼ିଗ୍ରୀ, ହୀରାକୁଦ ୩୭.୪ ଡ଼ିଗ୍ରୀ , ପୁରୀ ୩୪ ଡ଼ିଗ୍ରୀ, ପାରାଦୀପ ୩୩ , ଗୋପାଳପୁରରେ ୩୨.୬ ଡ଼ିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ