ଝାରସୁଗୁଡ଼ା ସବୁଠୁ ଉତପ୍ତ ସହର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ତତଲା ତାୱାରେ ସିଝୁଛି ସାରା ଓଡ଼ିଶା । ଆଜି ଦିନ ୧୧.୩୦ ସୁଦ୍ଧା ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର ହୋଇଛି । ଝାରସୁଗୁଡାରେ ୪୧.୪ ଡ଼ିଗ୍ରୀ ରହିଥିବାବେଳେ ଭୁବନେଶ୍ୱରରେ ୪୦.୨ ଡ଼ିଗ୍ରୀ ରହିଛି । ସେହିପରି ଚାନ୍ଦବାଲି ୩୯.୬ ଡ଼ିଗ୍ରୀ, କେନ୍ଦୁଝର, ୩୯.୬ ଡ଼ିଗ୍ରୀ , ବାଲେଶ୍ୱର ୩୮.୬ ଡ଼ିଗ୍ରୀ, ସମ୍ବଲପୁର ୩୮.୬ ଡ଼ିଗ୍ରୀ, ହୀରାକୁଦ ୩୭.୪ ଡ଼ିଗ୍ରୀ , ପୁରୀ ୩୪ ଡ଼ିଗ୍ରୀ, ପାରାଦୀପ ୩୩ , ଗୋପାଳପୁରରେ ୩୨.୬ ଡ଼ିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’