Masthead

ସ୍କୁଲରେ ପଶି ଲୁଟିଲେ ଦୁବୃର୍ତ୍ତ

ଝାରସୁଗୁଡା (ବଡ଼ ଖବର ବ୍ୟୁରୋ): ଲଇକେରା ଥାନା ବାଗଡିହି ସ୍ଥିତ ସେଣ୍ଟ ଆର୍ନଲ୍ଡ ସ୍କୁଲ ପରିସରରେ ବିଳମ୍ବିତ ରାତିରେ ଡକାୟତି। ଗତକାଲି ରାତିରେ ପାଖାପାଖି ୧୦ ରୁ ୧୨ ଜଣ ଦୁବୃର୍ତ୍ତ ଆସି ସ୍କୁଲ ପରିସରରେ ଥିବା ଷ୍ଟାଫ୍ କ୍ୱାଟରରେ ପଶି କର୍ମଚାରୀମାନଙ୍କୁ ମାଡ଼ ମାରିବା ସହ ମୋବାଇଲ୍ , ସୁନା, ଟଙ୍କା ଓ ବିଭିନ୍ନ ସାମଗ୍ରୀ ଚୋରି କରି ନେଇଯାଇଥିଲେ । ସ୍କୁଲର ଚାରି ଜଣ ଫାଦରଙ୍କୁ ବାନ୍ଧି ମାଡ଼ ମାରି ଆହତ କରିଥିବା ଅଭିଯୋଗ ହୋଇଛି।

ଲକ୍ଷାଧିକ ଟଙ୍କା ସହ ସୁନା ଓ ବିଭିନ୍ନ ସାମଗ୍ରୀ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଆହତ କର୍ମଚାରୀମାନଙ୍କୁ ଚିକିତ୍ସା ପାଇଁ ମେଡିକାଲ୍କୁ ନିଆଯାଇଥିବା ବେଳେ ଲଇକେରା ଥାନା ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ ବିଭିନ୍ନ ସ୍ଥାନ ରେ ନାକାବନ୍ଦି କରି ଯାଞ୍ଚ କରାଯାଇଥିବା ସୂଚନା ମିଳିଛି। ଲଇକେରା ପୋଲିସ ପକ୍ଷରୁ ଅଧିକ ତଦନ୍ତ ଜାରି ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା