Masthead

ଝାରସୁଗୁଡା ବିଜେଡିକୁ ଝଟକା, ଦଳ ଛାଡିଲେ ରାଜ୍ୟ ସମ୍ପାଦକ

ଝାରସୁଗୁଡା(ବଡ଼ ଖବର ବ୍ୟୁରୋ): ଝାରସୁଗୁଡା ବିଜେଡିକୁ ଝଟକା । ବିଜେଡି ଛାଡିଲେ ରାଜ୍ୟ ସମ୍ପାଦକ ମଙ୍ଗଳ ସାହୁ । ବିଜେଡ଼ି ସୁପ୍ରିମୋ ନିବନ ପଟ୍ଟନାୟକଙ୍କ ନିକଟକୁ ପଠାଇଲେ ଇସ୍ତଫା ପତ୍ର। ପୂର୍ବରୁ ମଙ୍ଗଳ ସାହୁ ଝାରସୁଗୁଡା ବିଜେପି ଜିଲ୍ଲା ସଭାପତି ଥିବାବେଳେ ବିଜେପି ଦଳରୁ ଇସ୍ତଫା ଦେଇ ବିଜେଡିରେ ମିଶିଥିଲେ । ଆଜି ଘରବାହୁଡ଼ା କରିବା ସହ ସେ ବିଧିବଦ୍ଧ ଭାବେ ବିଜେପି ଦଳରେ ସାମିଲ ହୋଇପାରନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ