Masthead

ଛତିଶଗଡ଼ରୁ ମିଳିଲା ନିଖୋଜ ନାବାଳକ

ଝାରସୁଗୁଡ଼ା (ବଡ଼ ଖବର ବ୍ୟୁରୋ):  ଛତିଶଗଡ଼ରୁ ମିଳିଲା ନିଖୋଜ ନାବାଳକ । ଝାରସୁଗୁଡ଼ା ବୁରୋମାଲ ଅଞ୍ଚଳର ନାବାଳକଙ୍କୁ ବିଳାସପୁରରୁ ଉଦ୍ଧାର କରିଛି ପୋଲିସ୍ । ଏନେଇ ଝାରସୁଗୁଡ଼ା ଏସପି ସ୍ମିତ୍ ପରମାର ସୂଚନା ଦେଇଛନ୍ତି । ନାବାଳକଙ୍କୁ କେହି ଅପହରଣ କରିନଥିଲେ, ସେ ନିଜ ଇଛାରେ ଟ୍ରେନରେ ଯାଇଥିବା ସୂଚନା ଦେଇଛନ୍ତି । ତାଙ୍କୁ ସେଠୁ ଆଣିବା ପାଇଁ ଝାରସୁଗୁଡ଼ା ପୋଲିସର ଏକ ଟିମ୍ ଯାଇଛି ।

ସୂଚନା ଅନୁସାରେ ଗତ ୭ ତାରିଖରେ ନାବାଳକଙ୍କ ମାଆ ଅସୁସ୍ଥ ହୋଇ ମେଡିକାଲରେ ଭର୍ତ୍ତି ହୋଇଥିଲେ । ଆଉ ତାଙ୍କର ଧ୍ୟାନ ରଖିବା ପାଇଁ ନାବାଳକଙ୍କ ବାପା ବି ଡାକ୍ତରଖାନାରେ ରହୁଥିଲେ । ଘରେ ନାବାଳକ ଜଣକ ନିଜ ଭାଇ ସହ ଥିବା ବେଳେ ନିଖୋଜ ହୋଇଥିବା ଅଭିଯୋଗ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି