Masthead

ଏନଟିପିସି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ ଆୟୋଜିତ

ଝାରସୁଗୁଡା(ବଡ଼ ଖବର ବ୍ୟୁରୋ): ଆଜି ଏନଟିପିସି ସଭା ଗୃହରେ ଏନଟିପିସି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ ଆୟୋଜନ କରାଯାଇଥିଲା । ଏହି ସାମ୍ବାଦିକ ସମ୍ମିଳନୀରେ ଏନଟିପିସି ଦରଳୀ ପାଲିର ଅନେକ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ଏନଟିପିସି ପକ୍ଷରୁ ଗୋଟିଏ ବାର୍ଷିକ ବିବରଣୀ ପାଠ କରି ପୂରାବର୍ଷ ଧରି ତାଙ୍କର ତରଫରୁ ସ୍ଥାନୀୟ ଲୋକଙ୍କ ପାଇଁ କ’ଣ କ’ଣ କରାଯାଉଛି ତଥା ଆଉ କ’ଣ କରାଯିବ ଏହି ସବୁର ସୂଚନା ଦେଇଥିଲେ । ଏହି ଅବସରରେ ଏନଟିପିସି ଦର୍ଲିପାଲିର ପ୍ରୋଜେକ୍ଟ ହେଡ୍ ଏଚ୍ଚ ଏନ୍ ଚକ୍ରବର୍ତ୍ତୀ ସାମ୍ବାଦିକ ମାନଙ୍କୁ ଏନଟିପିସିର ସିଏସଆରରେ କେତେ କାର୍ଯ୍ୟ କରାଯାଉଛିସେ ବିଷୟରେ ଆଲୋଚନା କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’