Masthead

ମମିତାଙ୍କୁ ନ୍ୟାୟ ଦେବା ଦାବିରେ ୮ ଘଣ୍ଟିଆ ଝାରସୁଗୁଡ଼ା ବନ୍ଦ

ଝାରସୁଗୁଡ଼ା(ବଡ଼ ଖବର ବ୍ୟୁରୋ): ସାରା ରାଜ୍ୟରେ ମମିତା ମେହେର ଘଟଣା ଚହଳ ସୃଷ୍ଟି କରିଛି। ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଏହି ହତ୍ୟାକାଣ୍ଡରେ ସମ୍ପୃକ୍ତିକୁ ନେଇ ସାଧାରଣରେ ବେଶ ଚର୍ଚ୍ଚା ହେଉଥିବାବେଲେ ଆଜି ବିଜେପି ପକ୍ଷରୁ ୮ ଘଣ୍ଟିଆ ଝାରସୁଗୁଡ଼ା ଜିଲ୍ଲା ବନ୍ଦ ଡାକରା ଦିଆଯାଇଛି ।

ଏହି ବନ୍ଦ ସକାଳ ୬ ଟା ରୁ ଆରମ୍ଭ ହୋଇ ଅପରାହ୍ନ ୨ ଟା ପର୍ଯ୍ୟନ୍ତ ଜାରି ରହିଛି। ଆଜିର ଏହି ବନ୍ଦ ଡାକରାରେ ଝାରସୁଗୁଡା ସହରବାସୀଙ୍କ ବ୍ୟାପକ ସମର୍ଥନ ଦେଖିବାକୁ ମିଳିଛି। ସମସ୍ତ ଦୋକାନ ବଜାର , ସ୍କୁଲ କଲେଜ ସମେତ ଯାନବାହାନ ଚଳାଚଳ ବନ୍ଦ ରହିଛି । ସେପଟେ ଆଗାମୀ ଦିନରେ ଯଦି ମନ୍ତ୍ରୀ ତାଙ୍କ ପଦ ରୁ ଇସ୍ତଫା ନ ଦିଅନ୍ତି ତେବେ ଏହି ଆନ୍ଦୋଳନ ଆହୁରି ଉଗ୍ର ରୁପ ଧାରଣ କରିବ ବୋଲି ଜନସାଧାରଣ ଚେତାବନୀ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ