Masthead

ମମିତାଙ୍କୁ ନ୍ୟାୟ ଦେବା ଦାବିରେ ୮ ଘଣ୍ଟିଆ ଝାରସୁଗୁଡ଼ା ବନ୍ଦ

ଝାରସୁଗୁଡ଼ା(ବଡ଼ ଖବର ବ୍ୟୁରୋ): ସାରା ରାଜ୍ୟରେ ମମିତା ମେହେର ଘଟଣା ଚହଳ ସୃଷ୍ଟି କରିଛି। ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଏହି ହତ୍ୟାକାଣ୍ଡରେ ସମ୍ପୃକ୍ତିକୁ ନେଇ ସାଧାରଣରେ ବେଶ ଚର୍ଚ୍ଚା ହେଉଥିବାବେଲେ ଆଜି ବିଜେପି ପକ୍ଷରୁ ୮ ଘଣ୍ଟିଆ ଝାରସୁଗୁଡ଼ା ଜିଲ୍ଲା ବନ୍ଦ ଡାକରା ଦିଆଯାଇଛି ।

ଏହି ବନ୍ଦ ସକାଳ ୬ ଟା ରୁ ଆରମ୍ଭ ହୋଇ ଅପରାହ୍ନ ୨ ଟା ପର୍ଯ୍ୟନ୍ତ ଜାରି ରହିଛି। ଆଜିର ଏହି ବନ୍ଦ ଡାକରାରେ ଝାରସୁଗୁଡା ସହରବାସୀଙ୍କ ବ୍ୟାପକ ସମର୍ଥନ ଦେଖିବାକୁ ମିଳିଛି। ସମସ୍ତ ଦୋକାନ ବଜାର , ସ୍କୁଲ କଲେଜ ସମେତ ଯାନବାହାନ ଚଳାଚଳ ବନ୍ଦ ରହିଛି । ସେପଟେ ଆଗାମୀ ଦିନରେ ଯଦି ମନ୍ତ୍ରୀ ତାଙ୍କ ପଦ ରୁ ଇସ୍ତଫା ନ ଦିଅନ୍ତି ତେବେ ଏହି ଆନ୍ଦୋଳନ ଆହୁରି ଉଗ୍ର ରୁପ ଧାରଣ କରିବ ବୋଲି ଜନସାଧାରଣ ଚେତାବନୀ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ