Masthead

ସ୍ତ୍ରୀକୁ ପିଟି ପିଟି ନୃଶଂସ ଭାବେ ହତ୍ୟାକଲା ସ୍ୱାମୀ

ଝୁମ୍ପୁରା (ବଡ଼ ଖବର ବ୍ୟୁରୋ): ସ୍ତ୍ରୀକୁ ପିଟି ପିଟି ନୃଶଂସ ଭାବେ ହତ୍ୟାକଲା ସ୍ୱାମୀ । କେନ୍ଦୁଝର ଜିଲ୍ଲା ଝୁମ୍ପୁରା ଥାନା ନିକଟସ୍ଥ ଭାଲୁକା ଗାଁରେ ଘଟିଛି ଏହି ଘଟଣା । ସ୍ଵାମୀ ମୁସଲିମ୍ ସମ୍ପ୍ରଦାୟର ହୋଇଥିବା ବେଳେ ସ୍ତ୍ରୀ ହିନ୍ଦୁ ସମ୍ପ୍ରଦାୟର । ଦୁହେଁ ୬ ବର୍ଷ ତଳେ ପ୍ରେମ ବିବାହ କରିଥିଲେ । ତାଙ୍କର ଗୋଟିଏ ପୁଅ ଓ ଗୋଟିଏ ଝିଅ ମଧ୍ୟ ଅଛନ୍ତି। ତେବେ ସ୍ୱାମୀ ଜଣକ ନିଜ ମୁସଲିମ୍ ସମ୍ପ୍ରଦାୟର ଝିଅ ଏମଡି ନେହାକୁ ପୁଣି ଦ୍ୱିତୀୟ ପ୍ରେମ ବିବାହ କରିଥିଲେ। ତେବେ ଦୁଇ ଜଣ ମିଶି ପ୍ରତ୍ୟେକ ଦିନ ମୃତକ ଶକୁନ୍ତଳା ଦାସକୁ ମାନସିକ ନିର୍ଯାତନା ଦେଉଥିବା ମୃତକଙ୍କ ଭାଇ ଅଭିଯୋଗ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି