Masthead

ଜିପସମ ଚୋରା ଚାଲାଣ

ପାରାଦୀପ (ବଡ଼ ଖବର ବ୍ୟୁରୋ): ବୁଧବାର ବିଳମ୍ବିତ ରାତିରେ ୧୨ ଚକିଆ ଜିପସମ ବୋଝେଇ ଟ୍ରକ(ଓଆର ୦୪ ଏମ ୯୩୨୧) ରଘୁନାଥପୁର ଥାନା ବର୍ତ୍ତୀଠାରେ ଭାରସାମ୍ୟ ହରାଇ ଏକ ବିଦ୍ୟୁତଖୁଣ୍ଟକୁ ଧକ୍କା ଦେଇ ଓଲଟି ପଡ଼ିଥିଲା । ଏହି ଗାଡ଼ିରେ ଚୋରା ଜିପସମ ଚାଲାଣ ହେଉଥିବା ସୂଚନା ମିଳିଛି । ଏହି ଟ୍ରକଟି ପାରାଦୀପରୁ ଜିପସମ ନେଇ କଟକ ଯାଉଥିଲା । ତେବେ ଘଟଣାରୁ ସ୍ପଷ୍ଟ ଜଣାଯାଏ ଯେ ଇଫକୋରୁ ଜିପସମ ଚୋରା ଚାଲାଣ ହେଉଛି । ଏହି ଘଟଣା ସମ୍ପର୍କରେ ଅଧିକ ତଦନ୍ତ ହେଲେ ବହୁ ରହସ୍ୟ ପଦାକୁ ଆସିପାରିବ । ଟ୍ରକର ମାଲିକାନା ପାରାଦୀପର ଜଣେ ଗଣମାଧ୍ୟମ ପ୍ରତିନିଧିଙ୍କର ବୋଲି ରଘୁନାଥପୁର ଥାନା ପକ୍ଷରୁ କୁହାଯାଇଛି । ଏହି ଟ୍ରକଟି ପାରାଦୀପର କୌଣସି ଟ୍ରକ ଆସୋସିଏସନ ଅଧୀନରେ ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା