Masthead

ଜେ ଆଣ୍ଡ ଜେ ଭାରତରେ ତିଆରି କରିବ କୋଭିଡ ଟିକା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଭାରତରେ ଜନସନ୍ ଆଣ୍ଡ ଜନସନ୍ ତିଆରି କରିବ କୋଭିଡ ଟିକା । ଶୁକ୍ରବାର କ୍ୱାଡ ରାଷ୍ଟ୍ର ସମୂହର ଟିକା ବିକାଶ ଯୋଜନାରେ ଏହି ନିଷ୍ପତ୍ତି ନିଆଯାଇଛି । ଭାରତ, ଆମେରିକା , ଜାପାନ ଓ ଅଷ୍ଟ୍ରେଲିଆର ମିଳିତ ସହଭାଗିତାରେ ଏହି ଟିକା ତିଆରି କରାଯିବ । ଭାରତରେ ଏହି ଟିକା ପ୍ରସ୍ତୁତ କରିବା ପାଇଁ ଜାପାନ ଓ ଆମେରିକା ଅର୍ଥ ଯୋଗାଇ ଦେବେ ।

ଅନ୍ୟପଟେ ଅଷ୍ଟ୍ରେଲିଆ ବିଭିନ୍ନ ରାଷ୍ଟ୍ରକୁ ଏହି ଟିକା ପହଂଚାଇବା ପାଇଁ ପରିବହନ ଦାୟିତ୍ୱ ନେବ । ପ୍ରଥମ କ୍ୱାଡ ଲିଡ଼ର୍ସ ଭଚୁଆଲ ସମିଟରେ ସାମିଲ ହେବେ ୪ ଦେଶ । ସେଗୁଡ଼ିକ ହେଲା ଭାରତ, ଆମେରିକା, ଅଷ୍ଟ୍ରେଲିଆ, ଜାପାନ । ଭଚୁଆଲ ସମିଟରେ ଆମେରିକା ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା