Masthead

ଅନୁଭବଙ୍କ ଡିସଚାର୍ଜ ପିଟିସନ୍ ଖାରଜ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ଅନୁଭବ ମହାନ୍ତିଙ୍କ ବିରୋଧରେ ବର୍ଷାଙ୍କ ନିର୍ଯାତନା ଅଭିଯୋଗ ମାମଲା । କଟକ ଜେଏମଏଫସି କୋର୍ଟରେ ଅନୁଭବ ମହାନ୍ତିଙ୍କ ଆବେଦନ ଖାରଜ । ଅଭିଯୋଗ ମିଥ୍ୟା ଦର୍ଶାଇ ଡିସଚାର୍ଜ ପିଟିସନ୍ ଦାୟର କରିଥିଲେ ଅନୁଭବ । ମେ’ ୧୦ରେ ଚାର୍ଜଫ୍ରେମ୍ ପାଇଁ ଜେଏମଏଫସି କୋର୍ଟଙ୍କ ନିର୍ଦ୍ଦେଶ । ଏହି ମାମଲା ବର୍ଷାଙ୍କ ପକ୍ଷରୁ ପୁରୀଘାଟ ଥାନାରେ ହୋଇଥିଲା । ଏହି ଘରୋଇ ହିଂସା ମାମଲା କୋର୍ଟରେ ବିଚାରଧୀନ ଥିଲା । ଏହି ମାମଲାରେ ଅନୁଭବଙ୍କ ଡିସଚାର୍ଜ ଆବଦେନର ଗତକାଲି ଶୁଣାଣି ହୋଇଥିଲା । ମାମଲାର ଶୁଣାଣି କରି ଏଭଳି ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ