Masthead

ବାଣୀବିହାରରେ ଜେଏନୟୁ ତାତି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବାଣୀବିହାରରେ ଜେଏନୟୁ ତାତି । ଅଶାନ୍ତ ହେଉଛି ବାଣୀବିହାର । ଉତ୍କଳ ବିଶ୍ୱବିଦ୍ୟାଳୟରେ ଦେଖିବାକୁ ମିଳିଲା ଜେଏନୟୁ ତାତି ।  ଉତ୍କଳ ବିଶ୍ୱବିଦ୍ୟାଳୟରେ ପିଜି କାଉନସିଲ ଅଡ଼ିଟୋରିୟମ ଠାରେ ” ସମ୍ବିଧାନ ଏବଂ ଶିକ୍ଷା” ସମ୍ପର୍କରେ ଆଲୋଚନା ସଭା ଚାଲିଥିବାବେଳେ ସେଠାରେ ମୁହାଁମୁହିଁ ପରିସ୍ଥିତି ଦେଖିବାକୁ ମିଳିଥିଲା । ତେବେ ଜେଏନୟୁରୁ ଆସିଥିବା ପ୍ରଫେସରଙ୍କ ଉପରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି ।

ଜେଏନୟୁର ଅର୍ଥନୀତି ବିଭାଗର ପ୍ରଫେସର ସୁରଜିତ୍ ମଜୁମଦାର ଏହି ସେମିନାରରେ ଯୋଗ ଦେବାକୁ ଆସିଥିଲେ, ଭାରତୀୟ ସମ୍ବିଧାନ ଉପରେ ସେଠାରେ ସେମିନାର ଆୟୋଜିତ ହୋଇଥିଲା । ଏହି ସମୟରେ କିଛି ଛାତ୍ର ସେଠାକୁ ଆସି ସେମିନାର ବନ୍ଦ କରିବାକୁ କହିବା ସହ ଯୁକ୍ତିତର୍କ କରିବାରୁ ମୁହାଁମୁହିଁ ପରିସ୍ଥିତି ଦେଖିବାକୁ ମିଳିଥିଲା । ତେବେ କିଛି ଛାତ୍ର ଅତିଥିଙ୍କୁ ଆକ୍ରମଣ କରିଥିବା ମଧ୍ୟ ଅଭିଯୋଗ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ