Masthead

ଭାରତ ଆସୁଛନ୍ତି ଆମେରିକା ରାଷ୍ଟ୍ରପତି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଜି-୨୦ ବୈଠକରେ ସାମିଲ ହେବାକୁ ଆମେରିକା ରାଷ୍ଟ୍ରପତି ଭାରତ ଆସୁଛନ୍ତି । ଆଜି ସଂଧ୍ୟାରେ ବାଇଡେନ ଭାରତରେ ପହଞ୍ଚିବେ । ଏନେଇ ସେ ଆମେରିକାରୁ ନିଜ ବିମାନରେ ବାହାରି ସାରିଛନ୍ତି । ଏହା ପରେ ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଛି । ୯ ଓ ୧୦ ତାରିଖରେ ଦିଲ୍ଲୀରେ ଜି-୨୦ ବୈଠକ ବସୁଛି ।

ଏଥିରେ ସାମିଲ ହେବାକୁ ବିଭିନ୍ନ ଦେଶର ନେତାମାନେ ଭାରତରେ ପହଞ୍ଚିବାରେ ଲାଗିଛନ୍ତି । ତେବେ ଚୀନ୍ ରାଷ୍ଟ୍ରପତି ସି-ଜିନପିଙ୍ଗ ଦିଲ୍ଲୀରେ ହେବାକୁ ଥିବା ଜି-୨୦ ବୈଠକରେ ସାମିଲ ହେଉ ନାହାନ୍ତି । ସେହିପରି ରୁଷ୍ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ମଧ୍ୟ ନୂଆଦିଲ୍ଲୀ ଆସୁନାହାନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ