Masthead

ଭାରତ ଆସୁଛନ୍ତି ଆମେରିକା ରାଷ୍ଟ୍ରପତି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଜି-୨୦ ବୈଠକରେ ସାମିଲ ହେବାକୁ ଆମେରିକା ରାଷ୍ଟ୍ରପତି ଭାରତ ଆସୁଛନ୍ତି । ଆଜି ସଂଧ୍ୟାରେ ବାଇଡେନ ଭାରତରେ ପହଞ୍ଚିବେ । ଏନେଇ ସେ ଆମେରିକାରୁ ନିଜ ବିମାନରେ ବାହାରି ସାରିଛନ୍ତି । ଏହା ପରେ ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଛି । ୯ ଓ ୧୦ ତାରିଖରେ ଦିଲ୍ଲୀରେ ଜି-୨୦ ବୈଠକ ବସୁଛି ।

ଏଥିରେ ସାମିଲ ହେବାକୁ ବିଭିନ୍ନ ଦେଶର ନେତାମାନେ ଭାରତରେ ପହଞ୍ଚିବାରେ ଲାଗିଛନ୍ତି । ତେବେ ଚୀନ୍ ରାଷ୍ଟ୍ରପତି ସି-ଜିନପିଙ୍ଗ ଦିଲ୍ଲୀରେ ହେବାକୁ ଥିବା ଜି-୨୦ ବୈଠକରେ ସାମିଲ ହେଉ ନାହାନ୍ତି । ସେହିପରି ରୁଷ୍ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ମଧ୍ୟ ନୂଆଦିଲ୍ଲୀ ଆସୁନାହାନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ