Masthead

ଆଜି ଶପଥ ଗ୍ରହଣ କରିବେ ଜୋ ବାଇଡ଼େନ

ଆମେରିକା (ବଡ଼ ଖବର): ଆଜି ଆମେରିକାର ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିବେ ଜୋ ବାଇଡେନ । ୪୬ତମ ରାଷ୍ଟ୍ରପତି ଭାବେ ଶପଥ ନେବେ । ଆମେରିକାର ଉପରାଷ୍ଟ୍ରପତି ଭାବେ ଭାରତୀୟ ବଂଶୋଦ୍ଭବ କମଳା ହାରିସ୍ ନିୟୋଜିତ ହେବେ । ଭାରତୀୟ ବଂଶୋଦଭବ ଆମେରିକାର ପ୍ରଥମ ମହିଳା ଭାବେ ଉପରାଷ୍ଟ୍ରପତି ହେବେ । ଶପଥ ଗ୍ରହଣ ପୂର୍ବରୁ ହ୍ୱାଇଟ ହାଉସକୁ କଡା ସୁରକ୍ଷା ବଳୟ ଭିତରେ ରଖାଯାଇଛି ।

ରାଜଧାନୀ ୱାସିଂଟନରେ ୨୫ହଜାର ନ୍ୟାସବନାଲ ଗାର୍ଡଙ୍କୁ ମୁତୟନ କରାଯାଇଛି । ଆମେରିକା ଗୁଇନ୍ଦା ସଂସ୍ଥା ଏଫବିଆଇକୁ ମିଳିଥିବା ସୂଚନା ଅନୁସାରେ, ଟ୍ରମ୍ପଙ୍କ ସମର୍ଥକ ମାନେ ୱାସିଂଟନ ସମେତ ଦେଶର ୫୦ ରାଜ୍ୟରେ ହିଂସାକାଣ୍ଡ କରିବାର ଯୋଜନା ରଖିଛନ୍ତି । ଏହି ଶପଥ ସମାରୋହରେ ଭିଆଇପିଙ୍କ ସହ କ୍ୟାବିନେଟ ସଦସ୍ୟ, ସାଂସଦ ଏବଂ ଆମେରିକା ସୁପ୍ରିମକୋର୍ଟର ବିଚାରପତି ସାମିଲ ହେବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ