Masthead

ଆଜି ଶପଥ ଗ୍ରହଣ କରିବେ ଜୋ ବାଇଡ଼େନ

ଆମେରିକା (ବଡ଼ ଖବର): ଆଜି ଆମେରିକାର ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିବେ ଜୋ ବାଇଡେନ । ୪୬ତମ ରାଷ୍ଟ୍ରପତି ଭାବେ ଶପଥ ନେବେ । ଆମେରିକାର ଉପରାଷ୍ଟ୍ରପତି ଭାବେ ଭାରତୀୟ ବଂଶୋଦ୍ଭବ କମଳା ହାରିସ୍ ନିୟୋଜିତ ହେବେ । ଭାରତୀୟ ବଂଶୋଦଭବ ଆମେରିକାର ପ୍ରଥମ ମହିଳା ଭାବେ ଉପରାଷ୍ଟ୍ରପତି ହେବେ । ଶପଥ ଗ୍ରହଣ ପୂର୍ବରୁ ହ୍ୱାଇଟ ହାଉସକୁ କଡା ସୁରକ୍ଷା ବଳୟ ଭିତରେ ରଖାଯାଇଛି ।

ରାଜଧାନୀ ୱାସିଂଟନରେ ୨୫ହଜାର ନ୍ୟାସବନାଲ ଗାର୍ଡଙ୍କୁ ମୁତୟନ କରାଯାଇଛି । ଆମେରିକା ଗୁଇନ୍ଦା ସଂସ୍ଥା ଏଫବିଆଇକୁ ମିଳିଥିବା ସୂଚନା ଅନୁସାରେ, ଟ୍ରମ୍ପଙ୍କ ସମର୍ଥକ ମାନେ ୱାସିଂଟନ ସମେତ ଦେଶର ୫୦ ରାଜ୍ୟରେ ହିଂସାକାଣ୍ଡ କରିବାର ଯୋଜନା ରଖିଛନ୍ତି । ଏହି ଶପଥ ସମାରୋହରେ ଭିଆଇପିଙ୍କ ସହ କ୍ୟାବିନେଟ ସଦସ୍ୟ, ସାଂସଦ ଏବଂ ଆମେରିକା ସୁପ୍ରିମକୋର୍ଟର ବିଚାରପତି ସାମିଲ ହେବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା