Masthead

ଶପଥ ଗ୍ରହଣ କରିବେ ଜୋ ବାଇଡ଼େନ

ଆମେରିକା (ବଡ଼ ଖବର): ଜାନୁଆରୀ ୨୦ରେ ଆମେରିକା ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିବେ ଡେମୋକ୍ରାଟ ଦଳର ବିଜୟୀ ପ୍ରାର୍ଥୀ ଜୋ ବାଇଡେନ । ଏହି ଶପଥ ଉତ୍ସବ ପୂର୍ବରୁ ହୋଇପାରେ ବିକ୍ଷୋଭ । ଏନେଇ ଏଫବିଆଇ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଟ୍ରମ୍ପଙ୍କ ସମର୍ଥକମାନେ ଆମେରିକାରେ ସଶସ୍ତ୍ର ବିକ୍ଷୋଭ ପ୍ରଦର୍ଶନ ପାଇଁ ଯୋଜନା କରିଥିବା ଏଫବିଆଇ ଜାଣିବାକୁ ପାଇଛି । ପୂର୍ବରୁ କରିଥିବା ହିଂସାକାଣ୍ଡରେ ସଫଳ ହୋଇନଥିବାରୁ ପୁଣି ବଡଧରଣର ବିକ୍ଷୋଭ କରିବାକୁ ଯୋଜନା କରିଛନ୍ତି । ତେବେ ସତର୍କ ସୂଚନା ପରେ ସୁରକ୍ଷା ବ୍ୟବସ୍ଥାକୁ କଡା କଡି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ