Masthead

ଭାରତ ଗସ୍ତରେ ଆସିବେ ଜୋ ବାଇଡେନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆସନ୍ତା ମାସରେ ଭାରତ ଗସ୍ତରେ ଆସୁଛନ୍ତି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ । ଦିଲ୍ଲୀରେ ହେବାକୁଥିବା ଜି-୨୦ ସମ୍ମିଳନୀରେ ଯୋଗ ଦେବେ । ଏନେଇ ହ୍ୱାଇଟହାଉସ ପକ୍ଷରୁ ସୂଚନା ଦିଆଯାଇଛି ।

ଜଳବାୟୁ ପରିବର୍ତ୍ତନ, ଜି-୨୦ ଦେଶ ସହ ସ୍ୱଚ୍ଛଶକ୍ତି ସମେତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବେ ବାଇଡେନ । ଏହାଛଡା ବିଶ୍ୱ ଆହ୍ୱାନର ମୁକାବିଲା ଓ ଦାରିଦ୍ର‌୍ୟର ମୁକାବିଲା ପାଇଁ ବିକାଶ ବ୍ୟାଙ୍କର ଦକ୍ଷତା ବୃଦ୍ଧି ଉପରେ ମଧ୍ୟ ଆଲୋଚନା ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ