Masthead

ଆସନ୍ତାକାଲି ଭାରତ ଗସ୍ତରେ ଜୋ ବାଇଡେନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆସନ୍ତାକାଲି ଭାରତ ଗସ୍ତରେ ଆସିବେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ । ୪ ଦିନିଆ ଗସ୍ତରେ ଆସୁଥିବା ବାଇଡେନ ଭାରତରେ ହେବାକୁ ଥିବା ଜି-୨୦ ସମ୍ମିଳନୀରେ ଯୋଗଦେବେ । ଭରତ ଗସ୍ତରେ ଆସିବା ପୂର୍ବରୁ ବାଇଡେନଙ୍କ କୋଭିଡ ଟେଷ୍ଟ କରାଯାଇଥିଲା ।

କୋଭିଡ ରିପୋର୍ଟ ନେଭେଟିଭ୍ ଆସିବା ପରେ ବାଇଡେନ ଭାରତ ଆସିବା ନେଇ ସ୍ପଷ୍ଟ ହୋଇଛି । ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ବାଇଡେନଙ୍କ ଦ୍ୱିପାକ୍ଷିକ ବୈଠକ ହେବାର ଅଛି । ବାଇଡେନଙ୍କ ପତ୍ନି ତଥା ଫାଷ୍ଟ ଲେଡି ଜିଲ୍ଲି ବାଇଡେନ କୋଭିଡ ପଜିଟିଭ ଚିହ୍ନଟ ପରେ ବାଇଡେନ ମଧ୍ୟ ପଜିଟିଭ ଥିବା ନେଇ ଆଶଙ୍କା ପ୍ରକାଶ ପାଇଥିଲା ।

ହେଲେ ବାଇଡେନଙ୍କ କୋଭିଡ ରିପୋର୍ଟ ନେଭେଟିଭ ଆସିଥିଲା । ତେବେ ବାଇଡେନ ଭାରତ ଆସିବା ନେଇ ହ୍ୱାଇଟ ହାଉସ ପକ୍ଷରୁ ସୂଚନା ଦିଆଯାଇଛି । ଅନ୍ୟପକ୍ଷରେ ଚୀନ ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ୍ ଓ ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ଏହି ବୈଠକରେ ଯୋଗ ଦେଉ ନାହାନ୍ତି। ଜି-୨୦କୁ ୧୯ଟି ଦେଶର ରାଷ୍ଟ୍ରମୁଖ୍ୟ ଆସୁଥିବାରୁ ସ୍ୱତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯାଇଛି। ସେପ୍ଟେମ୍ବର ୯, ୧୦ ସମ୍ମିଳନୀ ପାଇଁ ରାଷ୍ଟ୍ରମୁଖ୍ୟ ଆଗୁଆ ଆସିବେ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା