Masthead

ଏଥର ନିଶ୍ଚିତ ଲିଷ୍ଟରେ ଓଡ଼ିଶା ରହିବ: ଜୁଏଲ ଓରାମ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସାଂସଦ ଜୁଏଲ ଓରାମ ଦିଲ୍ଲୀ ଯିବା ପୂର୍ବରୁ ଦେଲେ ବଡ଼ ବୟାନ। କହିଛନ୍ତି ମେଣ୍ଟକୁ ନେଇ କୌଣସି ଦ୍ଵନ୍ଦ ନାହିଁ। କେନ୍ଦ୍ରକୁ ଲିଷ୍ଟ ପଠା ଯାଇଛି। କେନ୍ଦ୍ର ଯାହା ନିର୍ଣ୍ଣୟ କରିବ ସେହି ଅନୁଯାୟୀ ହେବ। ଏଥର ନିଶ୍ଚିତ ଲିଷ୍ଟରେ ଓଡ଼ିଶା ରହିବ। ଆଜି ଦିଲ୍ଲୀରେ ରହିଛି ଗୁରୁତ୍ୱପୂର୍ଣ୍ଣ କୋର୍ କମିଟି ବୈଠକ। ରାଜ୍ୟ ନେତୃତ୍ୱ ଭାଗ ନେଇପାରନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି