Masthead

ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆଉ ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ । ଆଉ ନିର୍ବାଚନ ଲଢ଼ିବିନି କହିଲେ ସୁନ୍ଦରଗଡ଼ ସାଂସଦ ଜୁଏଲ୍ ଓରାମ । ସମ୍ବଲପୁରରେ ଅନୁଷ୍ଠିତ ରୋଜଗାର ମେଳାରେ ଜୁଏଲ୍‌ଙ୍କ ବୟାନ । ଗତ ନିର୍ବାଚନ ବେଳେ ଘୋଷଣା କରିଛି ଏମଏଲଏ ଓ ଏମପି ପାଇଁ ଲଢ଼ିବି ନାହିଁ । ଆଉ ନିର୍ବାଚନ ଲଢ଼ିବିନି ଯୁବପିଢ଼ି ପାଇଁ ଛାଡ଼ିଦେବି । ଦଳୀୟ ସଂଗଠନ ପାଇଁ ଆଗକୁ କାମ କରିବି ବୋଲି କହିଛନ୍ତି ଜୁଏଲ । ମୋ ଜୀବନରେ ପଶ୍ଚାତାପ ବୋଲି କିଛି ଆସିବ ନାହିଁ । ମୁଁ ସମ୍ପୂର୍ଣ୍ଣ ସନ୍ତୁଷ୍ଟ, ଦିଆଯାଇଥିବା ଦାୟିତ୍ବ ଠିକ୍‌ରେ ନିର୍ବାହ କରିଛି । ଜୁଏଲ ଓରାମ ବିଜେପିର ଜଣେ ସକ୍ରିୟ କର୍ମକର୍ତ୍ତା । ୨୦୧୪, ୨୦୧୯ ଓ ୨୦୨୪ ମସିହାର ସାଧାରଣ ନିର୍ବାଚନରେ ନିର୍ବାଚିତ ହୋଇ ଲୋକସଭାକୁ ଯାଇଛନ୍ତି । ପୂର୍ବରୁ ଜଣେ ମନ୍ତ୍ରୀ ଭାବରେ ମଧ୍ୟ କାର୍ୟ୍ୟ କରିଛନ୍ତି । ଚଳିତ ସାଧାରଣ ନିର୍ବାଚନରେ ଜୁଏଲ ଓରାମ ସୁନ୍ଦରଗଡ଼ ଲୋକସଭା ନିର୍ବାଚନ ମଣ୍ଡଳୀରୁ ବିଜେପିର ପ୍ରାର୍ଥୀ ଭାବରେ ନିର୍ବାଚନ ଲଢ଼ିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି