Before Header

ଯୋଗେଶ ଆଣିଲେ ରୌପ୍ୟ

0 11

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):ଟୋକିଓ କାରାଲିମ୍ପିକ୍ସରେ ଭାରତ ପାଇଁ ଆଉ ଏକ ପଦକ ହାସଲ କରିଛନ୍ତି ଯୋଗେଶ କାଥୁନିଆ । ଡିସକସ୍ ଥ୍ରୋରେ ଯୋଗେଶ ରୌପ୍ୟ ପଦକ ହାସଲ କରିଛନ୍ତି । ୪୪.୩୮ ମିଟର ଡିସକସ ଫିଙ୍ଗି ସେ ଏହି ସଫଳତା ହାସଲ କରିଛନ୍ତି । ପଦକ ହାସଲକାରୀ ଯୋଗେଶଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ପାରାଲିମ୍ପିକ୍ସରେ ଭାରତର ପଦକ ସଂଖ୍ୟା ୫କୁ ବୃଦ୍ଧି ପାଇଛି ।

Leave A Reply

Your email address will not be published.