Masthead

ପାରାଦୀପ ସମୁଦ୍ରରେ ଆରମ୍ଭ ହୋଇଛି ମିଳିତ ସମରାଭ୍ୟାସ ‘ସାଗର କବଚ-୧’

ପାରାଦୀପ(ବଡ଼ ଖବର ବ୍ୟୁରୋ): ପାରାଦୀପରେ ଆରମ୍ଭ ହୋଇଛି ଦୁଇ ଦିନିଆ ମିଳିତ ସମରାଭ୍ୟାସ ସାଗର କବଚ-୧ । ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣ ପରେ ଉପକୂଳର ସୁରକ୍ଷା ପାଇଁ ଉଭୟ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରତ୍ୟେକ ବର୍ଷ ଦୁଇଥର ଆୟୋଜିତ ହେଉଛି ସମରାଭ୍ୟାସ । ଏହି ମିଳିତ ସମରାଭ୍ୟାସରେ ଜଳପଥରେ ହେଉଥିବା ଆତଙ୍କବାଦୀ ଆକ୍ରମଣ ଓ ଅନୁପ୍ରବେଶକାରୀଙ୍କୁ କିପରି ପ୍ରତିରୋଧ କରାଯାଇପାରିବ ଏହାର ସମସ୍ତ କଳାକୌଶଳ ପ୍ରଦର୍ଶନ କରିବେ ୧୮ ରୁ ଉର୍ଦ୍ଧ୍ବ ବିଭାଗ। ଗଭୀର ସମୁଦ୍ରରେ ଇଣ୍ଡିଆନ ନ୍ୟାଭି, କୂଳରେ କୋଷ୍ଟଗାର୍ଡ , ମେରାଇନ ପୋଲିସ ଓ ମତ୍ସ୍ୟ ବିଭାଗ ପଇଁତରା ମାରିବା ସହିତ ଅନ୍ୟ ବିଭାଗ ଗୁଡିକ ସ୍ଥଳଭାଗରେ ଉପକୂଳକୁ ସୁରକ୍ଷା ଯୋଗାଉଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା