Masthead

ପାରାଦୀପ ସମୁଦ୍ରରେ ଆରମ୍ଭ ହୋଇଛି ମିଳିତ ସମରାଭ୍ୟାସ ‘ସାଗର କବଚ-୧’

ପାରାଦୀପ(ବଡ଼ ଖବର ବ୍ୟୁରୋ): ପାରାଦୀପରେ ଆରମ୍ଭ ହୋଇଛି ଦୁଇ ଦିନିଆ ମିଳିତ ସମରାଭ୍ୟାସ ସାଗର କବଚ-୧ । ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣ ପରେ ଉପକୂଳର ସୁରକ୍ଷା ପାଇଁ ଉଭୟ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରତ୍ୟେକ ବର୍ଷ ଦୁଇଥର ଆୟୋଜିତ ହେଉଛି ସମରାଭ୍ୟାସ । ଏହି ମିଳିତ ସମରାଭ୍ୟାସରେ ଜଳପଥରେ ହେଉଥିବା ଆତଙ୍କବାଦୀ ଆକ୍ରମଣ ଓ ଅନୁପ୍ରବେଶକାରୀଙ୍କୁ କିପରି ପ୍ରତିରୋଧ କରାଯାଇପାରିବ ଏହାର ସମସ୍ତ କଳାକୌଶଳ ପ୍ରଦର୍ଶନ କରିବେ ୧୮ ରୁ ଉର୍ଦ୍ଧ୍ବ ବିଭାଗ। ଗଭୀର ସମୁଦ୍ରରେ ଇଣ୍ଡିଆନ ନ୍ୟାଭି, କୂଳରେ କୋଷ୍ଟଗାର୍ଡ , ମେରାଇନ ପୋଲିସ ଓ ମତ୍ସ୍ୟ ବିଭାଗ ପଇଁତରା ମାରିବା ସହିତ ଅନ୍ୟ ବିଭାଗ ଗୁଡିକ ସ୍ଥଳଭାଗରେ ଉପକୂଳକୁ ସୁରକ୍ଷା ଯୋଗାଉଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ