Masthead

ସାମ୍ବାଦିକଙ୍କୁ ବାଲି ମାଫିଆଙ୍କ ଆକ୍ରମଣ

ନିଶ୍ଚିନ୍ତ କୋଇଲି (ବଡ଼ ଖବର ବ୍ୟୁରୋ): ବାଲି ମାଫିଆଙ୍କୁ ପ୍ରତିବାଦ କରିବାରୁ ସାମ୍ବାଦିକଙ୍କୁ ମାଡ । ଶୁକ୍ରବାର ସାଢେ ୭ ସମୟରେ ନେମାଳ ଦେମକ୍ଷଣ୍ଡ ବାଲି ଘାଟରେ ବାଲି ମାଫିଆଙ୍କ ଅରାଜକତାକୁ ସ୍ଥାନୀୟ ସାମ୍ବାଦିକ ବିନୟ କୁମାର ଦାସ ଓ ସାମ୍ବାଦିକ ଗୋବିନ୍ଦ ଦାସ ପ୍ରତିବାଦ କରିବାରୁ ସାମ୍ବାଦିକ ଦ୍ଵୟ ଆକ୍ରମଣର ଶିକାର ହୋଇଛନ୍ତି ।

ଗ୍ରାଉଣ୍ଡ ଜିରୋରୁ ଖବର ସଂଗ୍ରହ କରିବାକୁ ଯାଇଥିବା ବେଳେ ବାଲି ମାଫିଆମକ୍ଷନେ ମାରଣାଅସ୍ତ୍ର ଦେଖାଇ ସେମାନଙ୍କୁ ଧମକ ଚମକ ଦେଇଥିଲେ । ସାମ୍ବାଦିକ ଦ୍ବୟ ସେଠାରୁ ଖସି ଆସି ନେମାଳ ଥାନାରେ ବାଲି ମାଫିଆଙ୍କ ନାମରେ ଲିଖିତ ଅଭିଯୋଗ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ