Masthead

ଭୁବନେଶ୍ୱରରେ ଜେପି ନଡ୍ଡା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱରରେ ପହଞ୍ଚିଲେ ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ପହଞ୍ଚିଲେ । ବ୍ରହ୍ମପୁର ବିଜୟ ସଂକଳ୍ପ ସମାବେଶରେ ଯୋଗଦେବେ । ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ରାଜ୍ୟ ବିଜେପିର ବରିଷ୍ଠ ନେତୃତ୍ୱ ତାଙ୍କୁ ସ୍ୱାଗତ କରିଛନ୍ତି । ତେବେ ଭୁବନେଶ୍ୱରରୁ ସ୍ୱତନ୍ତ୍ର ବିମାନରେ ସେ ବ୍ରହ୍ମପୁର ଯିବେ । ବ୍ରହ୍ମପୁରରେ ଆୟୋଜିତ ସାଧାରଣ ସଭାରେ ଯୋଗଦେଇ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବା ସହ କାର୍ଯ୍ୟକର୍ତ୍ତାଙ୍କୁ ଗୁରୁମନ୍ତ୍ର ଦେବେ ନଡ୍ଡା ।

ବ୍ରହ୍ମପୁର ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପରେ ପହଞ୍ଚିବା ପରେ ସେଠାରୁ ସେ ଆମ୍ବପୁଆରେ ଆୟୋଜିତ ସାଧାରଣ ସଭାରେ ଯୋଗଦେବେ ଆଉ ଦଳୀୟ ବିଧାୟକ ଏବଂ ସାଂସଦଙ୍କ ପାଇଁ ପ୍ରଚାର କରିବେ । ପରେ ସଂଧ୍ୟା ୬ଟା ୪୫ରେ କାର୍ଯ୍ୟକର୍ତ୍ତା ମାନଙ୍କୁ ନେଇ ନଡ୍ଡା ବୈଠକ କରିବାର କାର୍ଯ୍ୟକ୍ରମ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା