Masthead

ଭୁବନେଶ୍ୱରରେ ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱରରେ ପହଞ୍ଚିଲେ ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା । ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପହଞ୍ଚିବା ପରେ ପୁରୀ ଗସ୍ତ କରିଛନ୍ତି ନଡ୍ଡା । ପୁରୀରେ ଅନୁଷ୍ଠିତ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀରେ ଯୋଗ ଦେବେ । ବିମାନ ବନ୍ଦରରେ ପହଞ୍ଚିବା ପରେ ଜେପି ନଡ୍ଡାଙ୍କୁ ଭବ୍ୟ ସ୍ୱାଗତ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ରାଜ୍ୟ ସଭାପତି ମନମୋହନ ସାମଲ, ଉପ ମୁଖ୍ୟମନ୍ତ୍ରୀ କେଭି ସିଂହଦେଓ, ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବିଶେଶ୍ୱର ଟୁଡୁ, କନ୍ଧମାଳ ସାଂସଦ ସୁକାନ୍ତ ପାଣିଗ୍ରାହୀ, ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀ ସମେତ ଦଳର ବହୁ ବରିଷ୍ଠ ନେତା ତାଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା