Masthead

ରାଜନୀତିର ପରିଭାଷା ବଦଳାଇଛନ୍ତି ମୋଦି: ଜେପି ନଡ୍ଡା

ପଦ୍ମପୁର(ବଡ଼ ଖବର ବ୍ୟୁରୋ): ପଦ୍ମପୁରରେ ବିଜେପି ସଭାପତି ଜେପି ନଡ୍ଡାଙ୍କ ବକ୍ତବ୍ୟ । ୨୦୧୪ ପୂର୍ବରୁ ଧାରଣା ଥିଲା ଭାରତରେ କିଛି ବଦଳିବନି ।୨୦୧୪ ପରେ ମୋଦି ପରିବର୍ତ୍ତନର ନୂଆ ଧାରା ଆଣିଲେ । ଆଜି ୨୦୨୪ରେ ଲୋକେ ବିକଶିତ ଭାରତର ସ୍ବପ୍ନ ଦେଖୁଛନ୍ତି । ରାଜନୀତିରେ କାମ କରିବାର ତରିକା ବଦଳାଇଦେଲେ ମୋଦି । ୧୦ ବର୍ଷ ତଳେ ନେତା ତୁଷ୍ଟୀକରଣର ରାଜନୀତି କରୁଥିଲେ । ଜାତି, ଧର୍ମର ଲଢ଼େଇ କରି ଭୋଟବ୍ୟାଙ୍କର ରାଜନୀତି କରୁଥିଲେ ।

ମୋଦି ଆସିବା ପରେ ଜାତି ରାଜନୀତିକୁ ଧକ୍କା ଦେଇ ବିକାଶ ଚାଲିଲା । ଆଜି ରାଜନୀତିର ପରିଭାଷା ମୋଦି ବଦଳାଇ ଦେଇଛନ୍ତି । ମୋଦି ଯାହା କହିଥିଲେ କରିଛନ୍ତି, ଯାହା ନକହିଥିଲେ ତାହା ବି କରିଛନ୍ତି । ‘ରତ୍ନ ଭଣ୍ଡାର ଚାବି ହଜିଛି, ଚାବି କୁଆଡ଼େ ଗଲା’ବୋଲି ପ୍ରଶ୍ନ କରିଛନ୍ତି ଜେ.ପି ନଡ୍ଡା । ରତ୍ନ ଭଣ୍ଡାର ଚାବି ମିଳିବାର ଅଛି ତ ବିଜେପିକୁ ଭୋଟ ଦିଅନ୍ତୁ’ । ‘ଓଡ଼ିଶା ଉପରେ ବହୁତ ଅତ୍ୟାଚାର ହେଲାଣି’ । ’ଆଉ ଅତ୍ୟାଚାର ସହିବାନି, ବିଜେପିକୁ ଶାସନକୁ ଆଣିବା’ ବୋଲି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା