Masthead

୨୩ରେ ଓଡ଼ିଶା ଆସିବେ ଜେପି ନଡ୍ଡା ଓ ଯୋଗୀ ଆଦିତ୍ୟନାଥ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ବିଜେପି ଫୋକସରେ ଓଡ଼ିଶା । ଓଡିଶାକୁ ଜାରି ରହିଛି କେନ୍ଦ୍ର ନେତାଙ୍କ ମାରାଥନ ଗସ୍ତ । ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ସରିଥିବାବେଳେ କେନ୍ଦ୍ର ନେତାଙ୍କ ଘନଘନ ଓଡ଼ିଶା ଗସ୍ତ ରାଜ୍ୟ ରାଜନୀତିକୁ ସରଗରମ କରୁଛି। ପୁଣି ଓଡ଼ିଶା ଆସୁଛନ୍ତି ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓ ଯୋଗୀ ଆଦିତ୍ୟନାଥ ।

୨୩ ତାରିଖରେ ପୁଣି ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓ ଯୋଗୀ ଆଦିତ୍ୟନାଥ । ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା କରଞ୍ଜିଆ, ଧାମନଗର, ବଡ଼ଚଣା ଓ ବାଲିକୁଦାରେ କରିବେ ସଭା । ସେହିପରି ଯୋଗୀ ଆଦିତ୍ୟନାଥ ଚିଲିକା ଓ ସାଲେପୁର କୁଳିଆରେ ହେବାକୁ ଥିବା ନିର୍ବାଚନୀ ସଭାରେ ଯୋଗଦେବାର କାର୍ୟ୍ୟକ୍ରମ ରହିଛି। ବିଜେପିର ବଡ଼ ବଡ଼ ଷ୍ଟାର ପ୍ରଚାରକଙ୍କ ଗସ୍ତକୁ ନେଇ ଉତ୍ସାହିତ ଅଛନ୍ତି ବିଜେପି କର୍ମକର୍ତ୍ତା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା