Masthead

ଜୁନ୍ ୨୩ରେ ପଞ୍ଚାୟତ ଉପନିର୍ବାଚନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପଞ୍ଚାୟତ ଉପ-ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଜୁନ୍‌ ୨୩ରେ ପଞ୍ଚାୟତ ଉପ-ନିର୍ବାଚନ ହେବ । ୪୩ ପଞ୍ଚାୟତ ପାଇଁ ଉପନିର୍ବାଚନ ହେବ । ୪୩ ସରପଞ୍ଚ, ୨୭୨ ୱାର୍ଡସଭ୍ୟ ପାଇଁ ହେବ ଉପନିର୍ବାଚନ । ଜୁନ୍ ୨୪ରେ ଆସିବ ଭୋଟ ଗଣତି ଫଳାଫଳ । ମେ’ ୨୨ରେ ନୋଟିଫିକେସନ୍ । ୨୬ରୁ ୩୧ ମେ’ ନାମାଙ୍କନ ଦାଖଲ । ୨୦ ଜିଲ୍ଲାର ୪୩ ସରପଞ୍ଚ ପାଇଁ ଭୋଟ୍ ହେବ ।

୨୧ ଜିଲ୍ଲାର ୪୦ ପଞ୍ଚାୟତ ସମିତି ସଭ୍ୟ ପାଇଁ ଭୋଟ୍ ହେବ । ସରପଞ୍ଚ ପାଇଁ ବ୍ଲକ ଅଫିସ ଏବଂ ୱାର୍ଡ ମେମ୍ବର ପ୍ରାର୍ଥୀ ପଞ୍ଚାୟତ ଅଫିସରେ ପ୍ରାର୍ଥିପତ୍ର ଦାଖଲ କରିବେ । ଜୁନ୍ ୨ରେ ନାମାଙ୍କନପତ୍ର ଯାଞ୍ଚ ପରେ ଯୋଗ୍ୟ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇବ । ଆସନ୍ତା ଜୁନ୍ ୪ ତାରିଖ ଅପରାହ୍ନ ୩ଟା ପର୍ୟ୍ୟନ୍ତ ନାମାଙ୍କନ ପ୍ରତ୍ୟାହାର ପାଇଁ ସମୟ ଧାର୍ୟ୍ୟ କରାଯାଇଛି । ଜୁନ୍ ୨୩ ତାରିଖ ସକାଳ ୭ଟାରୁ ଅପରାହ୍ନ ୧ଟା ପର୍ୟ୍ୟନ୍ତ ମତଦାନ କେନ୍ଦ୍ରରେ ଭୋଟ ଗ୍ରହଣ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ