Masthead

ଜୁନ୍ ୨୩ରେ ପଞ୍ଚାୟତ ଉପନିର୍ବାଚନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପଞ୍ଚାୟତ ଉପ-ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଜୁନ୍‌ ୨୩ରେ ପଞ୍ଚାୟତ ଉପ-ନିର୍ବାଚନ ହେବ । ୪୩ ପଞ୍ଚାୟତ ପାଇଁ ଉପନିର୍ବାଚନ ହେବ । ୪୩ ସରପଞ୍ଚ, ୨୭୨ ୱାର୍ଡସଭ୍ୟ ପାଇଁ ହେବ ଉପନିର୍ବାଚନ । ଜୁନ୍ ୨୪ରେ ଆସିବ ଭୋଟ ଗଣତି ଫଳାଫଳ । ମେ’ ୨୨ରେ ନୋଟିଫିକେସନ୍ । ୨୬ରୁ ୩୧ ମେ’ ନାମାଙ୍କନ ଦାଖଲ । ୨୦ ଜିଲ୍ଲାର ୪୩ ସରପଞ୍ଚ ପାଇଁ ଭୋଟ୍ ହେବ ।

୨୧ ଜିଲ୍ଲାର ୪୦ ପଞ୍ଚାୟତ ସମିତି ସଭ୍ୟ ପାଇଁ ଭୋଟ୍ ହେବ । ସରପଞ୍ଚ ପାଇଁ ବ୍ଲକ ଅଫିସ ଏବଂ ୱାର୍ଡ ମେମ୍ବର ପ୍ରାର୍ଥୀ ପଞ୍ଚାୟତ ଅଫିସରେ ପ୍ରାର୍ଥିପତ୍ର ଦାଖଲ କରିବେ । ଜୁନ୍ ୨ରେ ନାମାଙ୍କନପତ୍ର ଯାଞ୍ଚ ପରେ ଯୋଗ୍ୟ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇବ । ଆସନ୍ତା ଜୁନ୍ ୪ ତାରିଖ ଅପରାହ୍ନ ୩ଟା ପର୍ୟ୍ୟନ୍ତ ନାମାଙ୍କନ ପ୍ରତ୍ୟାହାର ପାଇଁ ସମୟ ଧାର୍ୟ୍ୟ କରାଯାଇଛି । ଜୁନ୍ ୨୩ ତାରିଖ ସକାଳ ୭ଟାରୁ ଅପରାହ୍ନ ୧ଟା ପର୍ୟ୍ୟନ୍ତ ମତଦାନ କେନ୍ଦ୍ରରେ ଭୋଟ ଗ୍ରହଣ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାସେଞ୍ଜର ଟ୍ରେନ୍‌ ଲାଇନଚ୍ୟୁତ 🔴 ବୈତରଣୀ ଏବଂ କାଣୀ ନଦୀରେ ପ୍ରଳୟଙ୍କରୀ ବନ୍ୟା, ଅସ୍ତବ୍ୟସ୍ତ ଜନଜୀବନ 🔴 ପୋଲିସ ସେବା ପୁରସ୍କାର ୨୦୨୬, ଓଡିଶାର ୧୭ଜଣଙ୍କୁ ମିଳିବ.. 🔴 ଚମୋଲି ଟନେଲ୍‌ ଅଘଟଣ, ୭ଶ୍ରମିକ ମୃତ 🔴 ୨୦ ଆଉ ଏକ ଲଘୁଚାପ ! 🔴 ‘ସାଳନ୍ଦୀ ପାଇଁ ସତର୍କ ରହିବାକୁ ପଡ଼ିବ’ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ 🔴 ଶେଷ ହେଲା ଲୋକସଭାର ମୌସୁମୀ ଅଧିବେଶନ 🔴 ପ୍ରିନ୍ସିପାଲଙ୍କୁ ଲୁଟିଲେ ସାଇବର ଠକ 🔴 ପାସେଞ୍ଜର ଟ୍ରେନ୍‌ ଲାଇନଚ୍ୟୁତ 🔴 ବୈତରଣୀ ଏବଂ କାଣୀ ନଦୀରେ ପ୍ରଳୟଙ୍କରୀ ବନ୍ୟା, ଅସ୍ତବ୍ୟସ୍ତ ଜନଜୀବନ 🔴 ପୋଲିସ ସେବା ପୁରସ୍କାର ୨୦୨୬, ଓଡିଶାର ୧୭ଜଣଙ୍କୁ ମିଳିବ.. 🔴 ଚମୋଲି ଟନେଲ୍‌ ଅଘଟଣ, ୭ଶ୍ରମିକ ମୃତ 🔴 ୨୦ ଆଉ ଏକ ଲଘୁଚାପ ! 🔴 ‘ସାଳନ୍ଦୀ ପାଇଁ ସତର୍କ ରହିବାକୁ ପଡ଼ିବ’ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ 🔴 ଶେଷ ହେଲା ଲୋକସଭାର ମୌସୁମୀ ଅଧିବେଶନ 🔴 ପ୍ରିନ୍ସିପାଲଙ୍କୁ ଲୁଟିଲେ ସାଇବର ଠକ