Masthead

୨୫ ହଜାର ଟଙ୍କା ଲାଞ୍ଚ ନେଲାବେଳେ ମାଡି ବସିଲା ଭିଜିଲାନ୍ସ

ଜଗତସିଂହପୁର (ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ଜଗତସିଂହପୁର ଜିଲ୍ଲା ନାଉଗାଁ ବ୍ଳକର କନିଷ୍ଠଯନ୍ତ୍ରୀ ସ୍ମୃତି ରଞ୍ଜନ ନାୟକ । ୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ କାବୁ କଲା ଭିଜିଲାନ୍ସ ଟିମ । ସୂଚନା ମୁତାବକ ଆଜି ନାଉଗାଁ ବ୍ଳକର କନିଷ୍ଠଯନ୍ତ୍ରୀ ସ୍ମୃତି ରଞ୍ଜନ ନାୟକ ଜାମୁଗାଁ ପଞ୍ଚାୟତର ଜଳସରପଡ଼ା ଅଞ୍ଚଳରେ ଏକ ଶ୍ମଶାନ କାର୍ଯ୍ୟର ୪ ଲକ୍ଷ ଟଙ୍କା ବିଲ କରିବା ନିମନ୍ତେ ପ୍ରତାପ ଚନ୍ଦ୍ର କାଣ୍ଡିଙ୍କ ଠାରୁ ନିଜେ ସହଯୋଗୀ ଵାପିନା ଦାସଙ୍କ ସାହାଯ୍ୟରେ ୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସହଯୋଗୀ ଵାପିନା ଓ କନିଷ୍ଠଯନ୍ତ୍ରୀ ସ୍ମୃତି ରଞ୍ଜନ ନାୟକଙ୍କୁ ମାଡିବସିଛି ଜଗତସିଂହପୁର ଓ କଟକ ଭିଜିଲାନ୍ସ ଟିମ୍ । ଅନ୍ୟପଟେ କନିଷ୍ଠ ଯନ୍ତ୍ରୀଙ୍କ ଅଫିସ ରୁମକୁ ତନଖି ଯାଞ୍ଚ କରୁଛି ଟିମ୍ । ଏହି ଚଢ଼ାଉ କଟକ ଭିଜିଲାନ୍ସ ଟିମ୍ ଓ ଜଗତସିଂହପୁର ଡ଼ିଏସ୍ପି ଅନୁପମା ସାହୁଙ୍କ ଟିମ୍ ସାମିଲ ରହିଥିବାର ଜଣା ଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି