Masthead

ଏନସିପି ଅଧ୍ୟକ୍ଷ ହେଲେ ଜୁନିୟର ପାୱାର

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ମହାରାଷ୍ଟ୍ର ମହାଡ୍ରାମା । ଜୁନିୟର ପାୱାରଙ୍କୁ ରାଷ୍ଟ୍ରୀୟ ଅଧ୍ୟକ୍ଷ କଲା ଅଜିତଙ୍କ ଗୋଷ୍ଠୀ ।  ନିର୍ବାଚନ ଆୟୋଗଙ୍କୁ ଲେଖାଯାଇଥିବା ଚିଠିରେ ଏହା ଉଲ୍ଲେଖ କରାଯାଇଛି। ତିନି ଦିନ ପୂର୍ବେ ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବା ପରେ ଅଜିତ ପାୱାର ରାଷ୍ଟ୍ରୀୟ ଅଧ୍ୟକ୍ଷ ପ୍ରଶ୍ନରେ କହିଥିଲେ ଯେ ଆପଣ ଶାରଦ ପାୱାର ଦଳର ଜାତୀୟ ସଭାପତି ବୋଲି ଭୁଲି ଯାଇଛନ୍ତି କି? ମହାରାଷ୍ଟ୍ରର ଉନ୍ନତି ପାଇଁ ଆମେ ଏହି ନିଷ୍ପତ୍ତି ନେଇଛୁ।

ଏନସିପି ନେତା ପ୍ରଫୁଲ୍ଲ ପଟେଲ କହିଛନ୍ତି ଦଳର ଅଧିକାଂଶ ବରିଷ୍ଠ ନେତା ତଥା କର୍ମୀଙ୍କ ଇଚ୍ଛାକୁ ସମ୍ମାନ ଦେବା ପାଇଁ ଆମେ ଶରଦ ପାୱାରଙ୍କୁ ହାତ ଯୋଡ଼ି ଅନୁରୋଧ କରୁଛୁ। ତାଙ୍କର ଆଶୀର୍ବାଦ ସବୁବେଳେ ଆମ ଉପରେ ଓ ପାର୍ଟିରେ ରହିବ|

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି