Masthead

ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ

କଟକ (ବଡ଼ ଖବର ବ୍ୟୁରୋ): ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ହେବେ ହାଇକୋର୍ଟ ମୁଖ୍ୟ ବିଚାରପତି । ସୁପି୍ରମକୋର୍ଟ କଲେଜିୟମ ପକ୍ଷରୁ ନାଁ ସୁପାରିସ୍ । ଏବେ ପାଟନା ମୁଖ୍ୟ ନ୍ୟାୟାଳୟରେ ବିଚାରପତି ଅଛନ୍ତି ଜଷ୍ଟିସ ଚକ୍ରଧାରୀ । ଅକ୍ଟୋବର ୩ରେ ଶୁଭାଶିଷ ତାଳପତ୍ରଙ୍କ ଅବସର ପରେ କାର୍ଯୟ ନିର୍ବାହୀ ଦାୟିତ୍ୱ ତୁଲାଉଛନ୍ତି ଜଷ୍ଟିସ ବିଦୁ୍ୟତ ରଞ୍ଜନ ଷଡ଼ଙ୍ଗୀ । ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ପଦ ପାଇଁ ଜଷ୍ଟିସ୍ ସିଂହ ଉପଯୁକ୍ତ ବୋଲି କଲେଜିୟମ୍ ପକ୍ଷରୁ କୁହାଯାଇଛି ।

ଜଷ୍ଟିସ୍ ଶୁଭାଶିଷ ତାଳପତ୍ରଙ୍କ ଅବସର ପରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ପଦବୀ ଖାଲି ପଡ଼ିଛି । ଦିଲ୍ଲୀ ବିଶ୍ୱବିଦ୍ୟାଳୟରୁ ଏଲଏଲବି କରିବା ପରେ ୧୯୯୦ ମସିହାରେ ଆଇନଜୀବୀ ଭାବେ କାର୍ୟ୍ୟ ଆରମ୍ଭ କରିଥିଲେ ଜଷ୍ଟିସ୍ ସିଂ । ୨୦୧୦ରେ ଅତିରିକ୍ତ ଆଡଭୋକେଟ୍ ଜେନେରାଲ୍ ଭାବେ ତାଙ୍କୁ ନିଯୁକ୍ତ କରିଥିଲେ ବିହାର ସରକାର । ୨୦୧୨ରେ ପାଟନା ହାଇକୋର୍ଟର ଅତିରିକ୍ତ ଜଜ୍ ଭାବେ ତାଙ୍କର ନିଯୁକ୍ତି ଦିଆଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା